ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ

ଭୁବନେଶ୍ୱର – ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ ହୋଇଯାଇଛି । ୯୩ ବର୍ଷ ବୟସରେ ଆଖି ବୁଜିଛନ୍ତି କାକଟପୁରର ପୂର୍ବତନ ବିଜେଡି ବିଧାୟକ । ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ବହୁଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ରନାଥ ନାୟକ । କାକଟପୁରରୁ ସେ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେଡି ସରକାରରେ ସେ କୃଷି, ରାଜସ୍ୱ ଓ ଶିକ୍ଷା ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ସୁରେନ୍ଦ୍ର ନାଥ [...]

Admin•ଜୁଲାଇ 5, 2024
Share Article:

ଭୁବନେଶ୍ୱର – ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ ହୋଇଯାଇଛି । ୯୩ ବର୍ଷ ବୟସରେ ଆଖି ବୁଜିଛନ୍ତି କାକଟପୁରର ପୂର୍ବତନ ବିଜେଡି ବିଧାୟକ । ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ବହୁଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ରନାଥ ନାୟକ । କାକଟପୁରରୁ ସେ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେଡି ସରକାରରେ ସେ କୃଷି, ରାଜସ୍ୱ ଓ ଶିକ୍ଷା ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ସୁରେନ୍ଦ୍ର ନାଥ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି ।

#Odia#Odisha#News
Share Article:

Related Articles