ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଗୀତା ଉପଦେଶ: ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା

ଗୀତା ଉପଦେଶ: ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଅର୍ଜ୍ଜୁନଙ୍କୁ କହୁଛନ୍ତି : – କବିଂ ପୁରାଣମନୁଶାସିତାର ମଣୋରଣୀୟାଂ ସମନୁସ୍ମରେଦ୍ଦ୍ୟଃ । ସର୍ବସ୍ୟ ଧାତାରମଚିନ୍ତ୍ୟରୂପ ମାଦିତ୍ୟବର୍ଣ୍ଣଂ ତମସଃ ପରସ୍ତାତ୍ ।।୯।। ଅର୍ଥାତ୍ ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା, କଳ୍ପନାତୀତ ସ୍ୱରୂପର ଅଧିକାରୀ, ସୂର୍ଯ୍ୟଙ୍କଠାରୁ ଉଜ୍ଜ୍ୱଳ ଏବଂ ଅଜ୍ଞାନ ରୂପୀ ଅନ୍ଧକାର ଠାରୁ [...]

Admin•ଅଗଷ୍ଟ 5, 2024
Share Article:

ଗୀତା ଉପଦେଶ: ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଅର୍ଜ୍ଜୁନଙ୍କୁ କହୁଛନ୍ତି : –

କବିଂ ପୁରାଣମନୁଶାସିତାର ମଣୋରଣୀୟାଂ ସମନୁସ୍ମରେଦ୍ଦ୍ୟଃ ।
ସର୍ବସ୍ୟ ଧାତାରମଚିନ୍ତ୍ୟରୂପ ମାଦିତ୍ୟବର୍ଣ୍ଣଂ ତମସଃ ପରସ୍ତାତ୍ ।।୯।।

ଅର୍ଥାତ୍ ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା, କଳ୍ପନାତୀତ ସ୍ୱରୂପର ଅଧିକାରୀ, ସୂର୍ଯ୍ୟଙ୍କଠାରୁ ଉଜ୍ଜ୍ୱଳ ଏବଂ ଅଜ୍ଞାନ ରୂପୀ ଅନ୍ଧକାର ଠାରୁ ଊର୍ଦ୍ଧ୍ୱରେ ଅଟନ୍ତି ।

#Odia#Odisha#News
Share Article:

Related Articles