ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଗୀତା ଉପଦେଶ: ବ୍ୟକ୍ତି ମନ ଦ୍ୱାରା ନିଜର ସମସ୍ତ ଇନ୍ଦ୍ରିୟକୁ ସର୍ବତୋ ଭାବରେ ନିୟନ୍ତ୍ରିତ କରିବା ଉଚିତ

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ୟାନ ଯୋଗ ସମ୍ବନ୍ଧରେ କହୁଛନ୍ତି : – ସଂକଳ୍ପପ୍ରଭବାନ୍‌କାମାଂସ୍ତ୍ୟକ୍ତ୍ୱା ସର୍ବାନଶେଷତଃ । ମନସୈବେନ୍ଦ୍ରିୟଗ୍ରାମଂ ବିନିୟମ୍ୟ ସମନ୍ତତଃ ।ା୨୪।। ଅର୍ଥାତ:- ସଂସାରର ଚିନ୍ତନରେ ଜାତ ସମସ୍ତ କାମନାକୁ ସମ୍ପୂର୍ଣ୍ଣରୂପେ ତ୍ୟାଗ କରି, ବ୍ୟକ୍ତି ମନ ଦ୍ୱାରା ନିଜର ସମସ୍ତ ଇନ୍ଦ୍ରିୟକୁ ସର୍ବତୋ ଭାବରେ ନିୟନ୍ତ୍ରିତ କରିବା ଉଚିତ ।

Admin•ଅଗଷ୍ଟ 25, 2024
Share Article:

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଧ୍ୟାନ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ସଂକଳ୍ପପ୍ରଭବାନ୍‌କାମାଂସ୍ତ୍ୟକ୍ତ୍ୱା ସର୍ବାନଶେଷତଃ ।

ମନସୈବେନ୍ଦ୍ରିୟଗ୍ରାମଂ ବିନିୟମ୍ୟ ସମନ୍ତତଃ ।ା୨୪।।

ଅର୍ଥାତ:- ସଂସାରର ଚିନ୍ତନରେ ଜାତ ସମସ୍ତ କାମନାକୁ ସମ୍ପୂର୍ଣ୍ଣରୂପେ ତ୍ୟାଗ କରି, ବ୍ୟକ୍ତି ମନ ଦ୍ୱାରା ନିଜର ସମସ୍ତ ଇନ୍ଦ୍ରିୟକୁ ସର୍ବତୋ ଭାବରେ ନିୟନ୍ତ୍ରିତ କରିବା ଉଚିତ ।

#Odia#Odisha#News
Share Article:

Related Articles