ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ରାଜ୍ୟ ସଭା ସାଂସଦ ସୁଜିତ କୁମାର ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ

ଭୁବନେଶ୍ଵର: ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ସଭା ସାଂସଦ ସୁଜିତ କୁମାରଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ତତ୍କାଳ ବହିଷ୍କାର କରିଛନ୍ତି। ଯେଉଁ ଦଳ ତାଙ୍କୁ ରାଜ୍ୟ ସଭାକୁ ପଠାଇଥିଲା ସେହି ଦଳକୁ ନିରାଶ କରି ସମ୍ମାନ ହାନି କରିବା ସହ କଳାହାଣ୍ଡି ଜିଲ୍ଲାବାସୀଙ୍କ ଆଶା ଓ ଆକାଂକ୍ଷାକୁ କ୍ଷୁର୍ଣ୍ଣ କରିଛନ୍ତି ବୋଲି ବିଜେଡି ତରଫରୁ ଏକ ପ୍ରେସ୍ ବାର୍ତ୍ତାରେ କୁହାଯାଇଛି।

Admin•ସେପ୍ଟେମ୍ବର 6, 2024
Share Article:

#Odia#Odisha#News
Share Article:

Related Articles