ରଥଯାତ୍ରାର ରୋଚକ ତଥ୍ୟ : ତିନି ରଥର ପାର୍ଶ୍ଵ ଦେବତାଙ୍କ ବିଷୟରେ କିଛି ଜାଣିବା କଥା
ତିନି ରଥ ର ପାର୍ଶ୍ଵ ଦେବତା – ପୌରାଣିକ ଯୁଗରୁ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଆସୁଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା। ପ୍ରତିବର୍ଷ ଚତୁର୍ଦ୍ଧା ବିଗ୍ରହଙ୍କ ପାଇଁ ତିନି ଗୋଟି ରଥ ନିର୍ମାଣ ସମ୍ପୂର୍ଣ୍ଣ ଶିଳ୍ପ ଶାସ୍ତ୍ର ପଦ୍ଧତି ରେ କରାଯାଇଥାଏ। କିନ୍ତୁ ପ୍ରତି ରଥରେ ଅଧିଷ୍ଠିତ ହେଉଥିବା ପାର୍ଶ୍ଵ ଦେବତା ଙ୍କର ମୂର୍ତ୍ତି ନିର୍ମାଣ ପ୍ରତିଥର ହୋଇ ନଥାଏ। ଏହା କେବଳ ନବକଳେବର ବର୍ଷ ନିର୍ମିତ ହୋଇଥାଏ। ରୂପକାର ସେବକ ମାନେ ନବକଳେବର ବର୍ଷ ତିନି ରଥ


ତିନି ରଥ ର ପାର୍ଶ୍ଵ ଦେବତା – ପୌରାଣିକ ଯୁଗରୁ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଆସୁଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା। ପ୍ରତିବର୍ଷ ଚତୁର୍ଦ୍ଧା ବିଗ୍ରହଙ୍କ ପାଇଁ ତିନି ଗୋଟି ରଥ ନିର୍ମାଣ ସମ୍ପୂର୍ଣ୍ଣ ଶିଳ୍ପ ଶାସ୍ତ୍ର ପଦ୍ଧତି ରେ କରାଯାଇଥାଏ।
କିନ୍ତୁ ପ୍ରତି ରଥରେ ଅଧିଷ୍ଠିତ ହେଉଥିବା ପାର୍ଶ୍ଵ ଦେବତା ଙ୍କର ମୂର୍ତ୍ତି ନିର୍ମାଣ ପ୍ରତିଥର ହୋଇ ନଥାଏ। ଏହା କେବଳ ନବକଳେବର ବର୍ଷ ନିର୍ମିତ ହୋଇଥାଏ।
ରୂପକାର ସେବକ ମାନେ ନବକଳେବର ବର୍ଷ ତିନି ରଥ ର ସମୁଦାୟ ୨୭ ଗୋଟି ପାର୍ଶ୍ଵ ଦେଵ ଦେବି ଙ୍କ ମୂର୍ତ୍ତି ନିମ୍ବ କାଠରେ ନିର୍ମାଣ କରିଥାନ୍ତି।
ପ୍ରତିବର୍ଷ ରଥଯାତ୍ରା ସମୟରେ ଏହି ମୂର୍ତ୍ତି ଗୁଡିକୁ ଚିତ୍ରକାର ସେବକ ମାନେ ରଙ୍ଗ କରିଥାନ୍ତି। ଆବଶ୍ୟକ ପଡ଼ିଲେ ରୂପକାର ସେବକ ଙ୍କ ଦ୍ଵାରା ଏହି ମୂର୍ତ୍ତି ଗୁଡିକର ମରାମତି କାର୍ଯ୍ୟ କରାଯାଇଥାଏ।
ରଥଯାତ୍ରା ର ଠିକ ଦୁଇଦିନ ପୂର୍ବରୁ ଏହି ପାର୍ଶ୍ଵ ଦେବତା ଙ୍କୁ ସ୍ଵ ସ୍ଵ ରଥରେ ଅଧିଷ୍ଠିତ କରାଯାଇ ଥାଏ।
ରଥଯାତ୍ରାର ରୋଚକ ତଥ୍ୟ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ଆମେ ପ୍ରକାଶ କରିବୁ ତିନି ରଥର କିଛି ରୋଚକ ତଥ୍ୟ
Odisha Sees Recovery of Another 7733 Patients from COVID-19
Next ArticleCovid-19: Odisha Registers 4339 Fresh Positive Cases
Related Articles
ମତାମତଗଞ୍ଜାମ ଜିଲ୍ଲାର ପ୍ରାଚୀନ ଲୋକନୃତ୍ୟ ଦଣ୍ଡ ନାଚ, କାଲି ମେରୁ ଯାତ୍ରା
ବ୍ରହ୍ମପୁର: କାହିଁ କେଉଁ ଆବହମାନ କାଳରୁ ଗଞ୍ଜାମ ଜିଲ୍ଲାର ପୁରପଲ୍ଲୀରୁ ଆରମ୍ଭ କରି ସହରାଞ୍ଚଳ ଯାଏଁ ଚୈତ୍ର ମାସରେ ଦଣ୍ଡ ନାଚ ହୋଇ ଆସୁଛି। ଗୋଟିଏ ପଟେ ସ୍ଥାନୀୟ ଜନଜୀବନର ପ୍ରତିଫଳନ କରୁଥିବା ଲୋକପରମ୍ପରା ଆଧାରିତ ନୃତ୍ୟ ସଙ୍ଗୀତ ତ ଆରପଟେ କଠିନତମ ସାଧନା କରି ଦୈବୀ କୃପା ହାସଲ କରିବା ନିମନ୍ତେ କଠୋର ସାଧନାର ଝଲକ ଯେଉଁଠି ଦେଖିବାକୁ ମିଳିଥାଏ ତାହା ହେଉଛି ଦଣ୍ଡ ନାଚ ବା ଦଣ୍ଡ ଯାତ୍ରା। ଜିଲ୍ଲାରେ ଗତ କିଛି ଦିନ [...]
ମତାମତମିଡିଆ ମୋଗଲ ରାମୋଜୀ ରାଓ : ସାମ୍ବାଦିକତା ଓ ସିନେମାର ବିପ୍ଲବୀ ପୁରୁଷ
ଲେଖକ: ବିଜନ କୁମାର ମହାପାତ୍ର ‘ମୁକ୍ତାର ସହର’ ହାଇଦ୍ରାବାଦ ଉପକଣ୍ଠରେ ପ୍ରତିଷ୍ଠା ହୋଇଛି ବିଶ୍ୱର ବୃହତ୍ତମ ଫିଲ୍ମ ଷ୍ଟୁଡିଅ କମ୍ପେକ୍ଲ୍ସ – ‘ରାମୋଜୀ ଫିଲ୍ମ ସିଟି’ । ୧୯୯୬ ମସିହାରେ ଏହି ବିଶାଳ ଷ୍ଟୁଡିଅ କମ୍ପେକ୍ଲସର ଶୁଭାରମ୍ଭ ଅବସରରେ ଏହାର ପ୍ରତିଷ୍ଠାତା ମିଡିଆ ମୋଗଲ ରାମୋଜୀ ରାଓ କିଛି ସାମ୍ବାଦିକଙ୍କ ସହ ବାର୍ତ୍ତାଳାପ କରିବା ଅବସରରେ କହିଥିଲେ ଯେ, ‘ଫିଲ୍ମ ନିର୍ମାତାମାନେ ସ୍କ୍ରିପ୍ଟ ଧରି ଏଠାକୁ ଆସନ୍ତୁ ଓ ସଂପୂର୍ଣ୍ଣ ଫିଲ୍ମ ଧରି ଏଠାରୁ ଯାଆନ୍ତୁ ।’ [...]
ମତାମତସ୍ମୃତିର ଆଇନାରେ ଭାରତର ପ୍ରଥମ ସାଧାରଣ ନିର୍ବାଚନ
ବିଜନ କୁମାର ମହାପାତ୍ର ୧୯୫୧-୫୨ ମସିହାରେ ହୋଇଥିବା ସ୍ୱାଧୀନ ଭାରତର ପ୍ରଥମ ସାଧାରଣ ନିର୍ବାଚନ ଉପରେ ସାରାବିଶ୍ୱର ଥିଲା ନଜର ରହିଥିଲା । ବହୁବିଧ ସମସ୍ୟାର ସମ୍ମୁଖୀନ ହୋଇଥିବା ଏକ ନୂତନ ସ୍ୱାଧୀନ ଦେଶରେ ସାଧାରଣ ନିର୍ବାଚନ ସୁରୁଖୁରୁରେ ଅନୁଷ୍ଠିତ ହେବା ନେଇ ସନ୍ଦେହ ଉପୁଜିଥିଲା । ବିଶେଷକରି ପାଶ୍ଚାତ୍ୟ ଜଗତ ଏ ଦିଗରେ ନିଶ୍ଚିତ ନ ଥିଲେ । କିନ୍ତୁ ସ୍ୱାଧୀନତା ପ୍ରାପ୍ତିର ମାତ୍ର ୫ ବର୍ଷ ମଧ୍ୟରେ ସଫଳତାପୂର୍ବକ ନିର୍ବାଚନ କରି ପାଶ୍ଚାତ୍ୟ ପୂର୍ବାନୁମାନକୁ [...]
