Odia

ଗଂଜାମରେ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟିରୁ ଉର୍ଦ୍ଧ୍ବ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କହିଛନ୍ତିଯେ, ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍‍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ସହିତ ଗଞ୍ଜାମ ଜିଲ୍ଲା ଏବେ ଶିଳ୍ପାୟନ କ୍ଷେତ୍ରରେ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବାକୁ ଯାଉଛି। ଏହା ଦ୍ୱାରା ୧୫…
Read More...

ପ୍ରତିମାସରେ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା…

ଭୁବନେଶ୍ବର: ସଚିବସ୍ତରୀୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ଯକ୍ଷତାରେ ଖାରବେଳଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ୨୦୨୫-୨୬ ଆର୍ଥିକ…
Read More...

ରାଜଧାନୀରେ ଗଙ୍ଗୁଆନାଳ ଓ ଦୟା ପଶ୍ଚିମ କେନାଲ ପରିଦର୍ଶନ କଲେ ପ୍ରମୁଖ…

ଭୁବନେଶ୍ୱର : ସହରାଞ୍ଚଳ ବନ୍ୟା ଆହ୍ୱାନର ମୁକାବିଲା କରିବା ଏବଂ ଭୁବନେଶ୍ୱରରେ ଜଳାଶୟଗୁଡ଼ିକର ସ୍ଥାୟୀ ପରିଚାଳନାକୁ ସୁଦୃଢ଼ କରିବା ଲାଗି ଏକ ସକ୍ରିୟ ପଦକ୍ଷେପ ସ୍ୱରୂପ, ଗୃହ ଓ ନଗର ଉନ୍ନୟନ…
Read More...

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି: ଦୂରହେଲା ଦ୍ୱନ୍ଦ୍ୱ,…

ଭୁବନେଶ୍ୱର: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ…
Read More...

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର…

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟର ବିଦ୍ୟାଳୟ ଶିକ୍ଷା ପରିପୃଷ୍ଠ,…
Read More...

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ମାନକୀକରଣ ଏବଂ ଦ୍ରବ୍ୟ ଓ ସେବା…

ଭୁବନେଶ୍ବର: ଭାରତୀୟ ମାନକ ବ୍ୟୁରୋ (ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡସ୍ ) ଏବଂ ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମିଳିତ ଆନୁକୂଲ୍ୟରେ ମାନକୀକରଣ ଏବଂ ଦ୍ରବ୍ୟ ଓ…
Read More...

ଓଡିଶା ପାଇଁ ଗର୍ବର କଥା- ବିଜୁ ବାବୁଙ୍କୁ ସମ୍ମାନୀତ କରିବ ଋଷିଆ ସରକାର…

ନୂଆଦିଲ୍ଲୀ : ସମଗ୍ର ଓଡିଶାବାସୀଙ୍କ ପାଇଁ ଖୁସିର କଥା। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ କୀଊòðK। ସମ୍ମାନୀତ କରିବାକୁ ଯାଉଛି ଋଷିଆ ସରକାର। ଦ୍ବିତୀୟ ବିଶ୍ବଯୁଦ୍ଧରେ ନାଜି ହିଟଲର ବିରୋଧରେ…
Read More...

କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା…

ଭୁବନେଶ୍ୱର/କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ…
Read More...

ସିଏମଜିଆଇ ଦ୍ୱାରା ‘ଓଡ଼ିଶା ଲୋକ ସେବା ଅଧିକାର ଆଇନ, ୨୦୧୨’ ର…

ଭୁବନେଶ୍ୱର: ‘ଓଡ଼ିଶା ଲୋକ ସେବା ଅଧିକାର ଆଇନ, ୨୦୧୨’ ଉପରେ ଏକ ପୁନରାବଲୋକନ ସଭା ଆଜି ରାଜ୍ୟ ସମ୍ମିଳନୀ କେନ୍ଦ୍ର, ଲୋକସେବା ଭବନ, ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ…
Read More...

ଓଡ଼ିଶା: ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ

ଭୁବନେଶ୍ୱର: ଦଶନ୍ଧି ଦଶନ୍ଧି ଧରି ଦେଶର ପ୍ରଗତିର ଚକ୍ରକୁ ଶ୍ରମିକମାନେ ଅବିରତ ଭାବେ ଚଳେଇ ଆସୁଛନ୍ତି ଓ ବିକାଶରେ ନିଜର ଯୋଗଦାନ ନିରବଚ୍ଛିନ୍ନ ଭାବେ ଦେଇଆସୁଛନ୍ତି। ଦାୟିତ୍ୱ ନେବାର ପ୍ରଥମ…
Read More...

ଓଡିଶାର ବିମାନ ଚଳାଚଳ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରାଯିବ:…

ଭୁବନେଶ୍ୱର: ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ "ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା" ସମ୍ବନ୍ଧରେ…
Read More...

ଓଡ଼ିଶା: ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ

ଭୁବନେଶ୍ୱର: ଦଶନ୍ଧି ଦଶନ୍ଧି ଧରି ଦେଶର ପ୍ରଗତିର ଚକ୍ରକୁ ଶ୍ରମିକମାନେ ଅବିରତ ଭାବେ ଚଳେଇ ଆସୁଛନ୍ତି ଓ ବିକାଶରେ ନିଜର ଯୋଗଦାନ ନିରବଚ୍ଛିନ୍ନ ଭାବେ ଦେଇଆସୁଛନ୍ତି। ଦାୟିତ୍ୱ ନେବାର ପ୍ରଥମ…
Read More...

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍‌) 

ଭୁବନେଶ୍ବର; ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର,…
Read More...

ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ 

ଭୁବନେଶ୍ୱର: ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ…
Read More...

ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ: ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ ଆଜି ଲୋକ ସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ…
Read More...