ଅଗଷ୍ଟ ୧୬ରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ, ୟୁଜି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ କ୍ଲାସରୁମ ପାଠପଢା ଚାଲିବ

ଭୁବନେଶ୍ୱର – ଅଗଷ୍ଟ ୧୬ ତାରିଖରୁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଖୋଲିବ ରାଜ୍ୟର ସବୁ କଲେଜ ଓ ବିଶ୍ୱବିଦ୍ୟାଳୟ । ୟୁଜି ଓ ପିଜି ଛାତ୍ରଛାତ୍ରୀଙ୍କ କ୍ଲାସରୁମ ପାଠପଢା ଆରମ୍ଭ ହେବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପ୍ରଥମ ବର୍ଷ ପିଜି ଓ ୟୁଜିର ପ୍ରି-ଫାଇନାଲ ବର୍ଷର ପାଠପଢା ଚାଲିବ । ୟୁଜି ଓ ପିଜିର ଫାଇନାଲ ବର୍ଷର ପରୀକ୍ଷା ଅନଲାଇନରେ ହେବ ବୋଲି ଉଚ୍ଚଶିକ୍ଷାତ୍ତବିଭାଗ କହିଛି ।

Comments are closed.