ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର- ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । କ୍ରୀଡା, ସ୍ୱାସ୍ଥ୍ୟ, ଜଙ୍ଗଲ, ଜଳ ସଂପଦ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଗୃହ ଓ ରାଜସ୍ୱ ବିଭାଗର ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା କ୍ୟାବିନେଟ ବୈଠକ । ବୈଠକରେ ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ପ୍ରଶଂସା କରାଯାଇଛି । ଭାରତୀୟ ହକି ଦଳର ଉନ୍ନତ ପ୍ରଦର୍ଶନକୁ ମଧ୍ୟ କ୍ୟାବିନେଟ ଭୂୟସୀ ପ୍ରଶଂସା କରିଛି ।

Comments are closed.