ଇନ୍ଦ୍ରାବତୀ ଦକ୍ଷିଣ ପାର୍ଶ୍ବର କେନାଲର ପୁନରୁଦ୍ଧାର ପ୍ରକଳ୍ପ ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ

ଭୁବନେଶ୍ୱର- ଇନ୍ଦ୍ରାବତୀ ଦକ୍ଷିଣ ପାଶ୍ୱର୍ କେନାଲର ପୁନରୁଦ୍ଧାର ଏବଂ ପୁନଃପ୍ରତିଷ୍ଠା ପାଇଁ ୧୪୮ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ୍ । ଏହାଦ୍ୱାରା କଳାହାଣ୍ଡି ଜିଲ୍ଲାର ୪୨ ହଜାର ହେକ୍ଟରରୁ ଅଧିକ ଚାଷଜମି ଜଳସେଚିତ ହେବ ।

Comments are closed.