ଗହ୍ମା ପୂର୍ଣ୍ଣିମା ଓ ରକ୍ଷା ବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ଗହ୍ମା ପୂର୍ଣ୍ଣିମା ଓ ରକ୍ଷା ବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ହେଉଛି ପବିତ୍ର ଗହ୍ମା ପୂର୍ଣ୍ଣିମା ଓ ରକ୍ଷା ବନ୍ଧନ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଭରସା ଓ ସୁରକ୍ଷାର ଏହି ପବିତ୍ର ବନ୍ଧନ ଆହୁରି ନିବିଡ ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।