କୋରୋନାରେ ଆଉ ୬୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୬୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । କଟକ ଜିଲ୍ଲାରୁ ସର୍ବାଧିକ ୨୦, ଜଗତସିଂହପୁରରୁ ୧୪, ଢେଙ୍କାନାଳରୁ ୮ ରୋଗୀଙ୍କ ମୃତ୍ୟୁ ହୋଇଛି । ଯାଜପୁର ଜିଲ୍ଲାରୁ ୬, ବାଲେଶ୍ୱରରୁ ୫, ଅନୁଗୁଳରୁ ୩, କେନ୍ଦ୍ରାପଡାରୁ ୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର,ରାୟଗଡା ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Comments are closed.