ଆଇଏଏସ ସ୍ତରରେ ସାମାନ୍ୟ ଅଦଳବଦଳ, କେନ୍ଦ୍ରକୁ ଡେପୁଟେସନରେଗଲେ ଡକ୍ଟର ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ

ଭୁବନେଶ୍ୱର- ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି । ଡକ୍ଟର ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ପଠାଯାଇଛି । ସେ କେନ୍ଦ୍ରରେ ଏନଏଫଏସଏମ ଏମଡି ଭାବେ ଦାୟିତ୍ୱ ତୁଲାଇବେ । ଜଳ ସଂପଦ ସଚିବ ଅନୁଗର୍ଗଙ୍କୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଉଚ୍ଚ ଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ରଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

Comments are closed.