ଓଟିଡିସିର ଖାଣ୍ଟି ଓଡିଆ ଖାଦ୍ୟ ରେଷ୍ଟୁରାଂଟ ଆଜି ହେବ ଲୋକାର୍ପିତ

ଭୁବନେଶ୍ୱର- ଓଡିଆ ଖାଦ୍ୟର ପ୍ରସାର ପାଇଁ ଓଟିଡିସିର ନୂଆ ପ୍ରୟାସ । ଓଡିଆ ପାରମ୍ପରିକ ଖାଦ୍ୟର ଲୋକପ୍ରିୟତା ବୃଦ୍ଧି ସହ ସୁବିଧାରେ ଏହାକୁ ଉପଲବ୍ଧ କରାଇବା ପାଇଁ ଓଟିଡିସି ପକ୍ଷରୁ ନିମନ୍ତ୍ରଣ-ଖାଣ୍ଟି ଓଡିଆ ଖାଦ୍ୟ ରେଷ୍ଟୁରାଂଟ୍ ଆରମ୍ଭ ହେଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ଲୋକାର୍ପିତ ହେବ ‘ନିମନ୍ତ୍ରଣ ଖାଣ୍ଟି ଓଡିଆ ଖାଦ୍ୟ ରେଷ୍ଟୁରାଂଟ’ ।

Comments are closed.