ଅବନୀ ଲେଖାରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର – ଟୋକିଓ ପାରା ଅଲିମ୍ପିକ୍ସ ସୁଟିଂରେ ନିଜର ଦ୍ୱିତୀୟ ବ୍ୟକ୍ତିଗତ ପଦକ ଜିତିଥିବା ଅବନୀ ଲେଖାରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅବନୀ ଲେଖାରା ପାରା ଅଲିମ୍ପିକ୍ସରେ ଦୁଇଟି ପଦକ ଜିତି ଭାରତ ପାଇଁ ଐତିହାସିକ ସଫଳତା ହାସଲ କରିଛନ୍ତି । ଏଥିପାଇଁ ଦେଶ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦେଶ ପାଇଁ ଅବନୀ ଆହୁରି ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.