ଗୁରୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ଆଜି ଗୁରୁ ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ବିଶିଷ୍ଟ ଦାର୍ଶନିକ, ଶିକ୍ଷକ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଜ୍ଞାନତା ଦୂର କରି ଜ୍ଞାନର ମାର୍ଗରେ ପରିଚାଳିତ କରିବାରେ ଗୁରୁଙ୍କ ଭୂମିକା ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.