ଆଜିର ବିଧାନସଭା : ବିଭିନ୍ନ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

ଭୁବନେଶ୍ୱର – ଆଜି ବିଧାନସଭା ମୌସୁମୀ ଅଧିବେଶନର ସପ୍ତମ କାର୍ଯ୍ୟ ଦିବସ । ଆଜି ବିଭିନ୍ନ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି । ପ୍ରଶ୍ନକାଳରେ କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା ବିଭାଗ, ସମବାୟ, ମତ୍ସ୍ୟ ଓ ପଶୁ ସଂପଦ ବିକାଶ ବିଭାଗ ଭଳି ୭ଟି ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି ।

Comments are closed.