ନୂଆଁଖାଇ ଭେଟି : କାଳିଆ ଯୋଜନାରେ ୩୭ ଲକ୍ଷ ଯୋଗ୍ୟ ଚାଷୀଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ନୂଆଁଖାଇ ଅବସରରେ ରାଜ୍ୟବାସୀଙ୍କୁ କାଳିଆ ଯୋଜନାରେ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୨୧-୨୨ ବର୍ଷରେ ରବି ଫସଲ ପାଇଁ କାଳିଆ ଯୋଜନାରେ ସହାୟତା ଦେବେ ମୁଖ୍ୟମନ୍ତ୍ରୀ । ୩୭ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମୋଟ ୭୪୩ କୋଟି ଟଙ୍କାର ସହାୟତା ଦିଆଯିବ । ସିଧା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ସହାୟତା ରାଶି ପଠାଯିବ । ଆଜି ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ ।

Comments are closed.