ପ୍ରବଳ ବର୍ଷା ଯୋଗୁଁ ୧୨ଟି ଜିଲ୍ଲାରେ ଦୁଇ ଦିନ ବନ୍ଦ ରହିବ ସ୍କୁଲ୍

ଭୁବନେଶ୍ୱର – ଲଘୁଚାପ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ୧୨ଟି ଜିଲ୍ଲାରେ ଦୁଇ ଦିନ ପାଇଁ ସ୍କୁଲ୍ ଛୁଟି ରହିବ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି । ପୁରୀ ସମେତ ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ନୟାଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ସୁବର୍ଣ୍ଣପୁର ଓ ବରଗଡ ଜିଲ୍ଲାରେ ଦୁଇ ଦିନ ପାଇଁ ବନ୍ଦ ରହିବ ସ୍କୁଲ୍ ।

Comments are closed.