ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ ଗସ୍ତ, ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର କରିବେ ଶୁଭାରମ୍ଭ

ଭୁବନେଶ୍ୱର –ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ଜିଲ୍ଲା ଗସ୍ତ କରୁଛନ୍ତି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏହାଛଡା ୫୮୦ ଦଶମିକ ୮୨ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

Comments are closed.