ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।