ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନ ରେ କରାଯିବ ବୋଲି ଜଣାଯାଇଛି । ଗତକାଲି ସନ୍ଧ୍ୟାରେ କଟକରେ ତାଙ୍କର ଦେହାନ୍ତ ହୋଇଥିଲା ।

Comments are closed.