କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ | News Room Odisha

କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଓଡିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ଶୋକବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସବୁ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।