କବିବର ରାଧାନାଥ ରାୟଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଓଡିଆ ଆଧୁନିକ ସାହିତ୍ୟର ଯୁଗସ୍ରଷ୍ଟା କବିବର ରାଧାନାଥ ରାୟଙ୍କ ଆଜି ଜୟନ୍ତୀ । ଏହି ମହାନ ସାରସ୍ୱତ ସାଧକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଆ ଭାଷା, ସାହିତ୍ୟକୁ ରୁଦ୍ଧିମନ୍ତ କରୁଥିବା ଚିଲିକା, ନନ୍ଦିକେଶ୍ୱରୀ ଏବଂ ଚନ୍ଦ୍ରଭାଗାପରି ନିଜ ଅମ୍ଳାନ କୃତି ପାଇଁ କବିବର ରାଧାନାଥ ରାୟ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.