ଜୟନ୍ତୀରେ ବାପୁଙ୍କୁ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଗାନ୍ଧିଜୀଙ୍କ ଅହିଂସା ପରି ଅମର ଓ ଅକ୍ଷୟ ନୀତି ପ୍ରତି ନିଷ୍ଠାକୁ ସୁଦୃୃଢ କରିବା ସହ ଲୋକଙ୍କ ମଧ୍ୟରେ ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରସାର କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.