ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ପୂର୍ବତନ ପ୍ରଧାନମନ୍ତ୍ରୀ ଓ କିମ୍ବଦନ୍ତୀ ଦୂରଦ୍ରଷ୍ଟା ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୟ ଯବାନ, ଜୟ କିଷାନ ଭଳି ତାଙ୍କର ସ୍ୱର୍ଣ୍ଣିମ ଶବ୍ଦ ରାଷ୍ଟ୍ର ନିର୍ମାଣ ପ୍ରକ୍ରିୟାରେ ସମସ୍ତଙ୍କୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।