ଆଜି ମୁଖ୍ୟମନ୍ତ୍ରୀଙ୍କ ଗଜପତି ଜିଲ୍ଲା ଗସ୍ତ, ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ, ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ | News Room Odisha

ଆଜି ମୁଖ୍ୟମନ୍ତ୍ରୀଙ୍କ ଗଜପତି ଜିଲ୍ଲା ଗସ୍ତ, ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ, ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ

ଭୁବନେଶ୍ୱର- ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତରେ ଯାଉଛନ୍ତି । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ପାରଳାଖେମୁଣ୍ଡିରେ ପହଂଚି ବିଭିନ୍ନ ୭୯୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହାଛଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଗଜପତି ଜିଲ୍ଲା ଗସ୍ତକୁ ନେଇ ବେଶ୍ ଉତ୍ସାହିତ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଏ ନେଇ ସେ ଟ୍ୱିଟ୍ କରିଛନ୍ତି ।

BSKY Smart Health CardChief Minister Naveen Patnaik