ସହିଦ ବାଜି ରାଉତ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ସହିଦ ବାଜି ରାଉତ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଦେଶର ସର୍ବକନିଷ୍ଠ ସହିଦ ବାଜି ରାଉତଙ୍କ ଆଜି ହେଉଛି ଜୟନ୍ତୀ । ଏହି ଅବସରରେ ଓଡିଶାର ଏହି ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ସ୍ୱାଧୀନତା ପାଇଁ ମାତ୍ର ୧୨ ବର୍ଷ ବୟସରେ ବଳିଦାନ ଦେଇଥିଲେ ବାଜି ରାଉତ । ଏହି ଅମର ବୀରଙ୍କ ପରାକ୍ରମ ଓ ବୀରତ୍ୱ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।