ପବିତ୍ର ମହାଳୟାରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା | News Room Odisha

ପବିତ୍ର ମହାଳୟାରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ଆଜି ହେଉଛି ପବିତ୍ର ମହାଳୟା । ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ମହାଳୟା ବାର୍ତ୍ତାରେ କହିଛନ୍ତି ।