ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକର ୧୬ଟି ପ୍ରସ୍ତାବରେ ମୋହର ବାଜିଛି । ଅର୍ଥ, ଖାଦ୍ୟ ଯୋଗାଣ, ଖାଉଟି କଲ୍ୟା, ଶ୍ରମ ବିଭାଗ ଓ ଇଏସଆଇ, ସାଧାରଣ ପ୍ରଶାସନ ଓ ଗୃହ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ବୈଠକରେ ବିଧାନସଭା ସତ୍ରାବସାନ ପ୍ରସ୍ତାବକୁ ବି ମଂଜୁରୀ ମିଳିଛି ।

Comments are closed.