ମୁଖ୍ୟମନ୍ତ୍ରୀଙ୍କ ଦୁର୍ଗା ପୂଜା ଅଭିନନ୍ଦନ, କୋଭିଡ ନିୟମ ମାନି ମା’ଙ୍କ ପୂଜା କରିବାକୁ ରାଜ୍ୟବାସୀଙ୍କୁ ଆହ୍ୱାନ

ଭୁବନେଶ୍ୱର – ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ନିୟମକୁ ମାନି ସୁରକ୍ଷିତ ଭାବେ ମା’ଙ୍କ ପୂଜାରେ ସାମିଲ ହେବା ପାଇଁ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.