ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ଦ୍ରୁତ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅସୁସ୍ଥତା ଖବର ଶୁଣିବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନାଯୋଗ୍ୟ ଯେ, ଅସୁସ୍ଥତା ଯୋଗୁଁ ଡକ୍ଟର ମନମୋହନ ସିଂହଙ୍କୁ ଗତକାଲି ରାତିରେ ହସପିଟାଲରେ ଭର୍ତ୍ତି କରାଯାଇଥିଲା ।

Comments are closed.