ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର – ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ନବୀନଙ୍କୁ ସବୁଆଡୁ ଜନ୍ମଦିନ ଶୁଭେଚ୍ଛା ମିଳିବାରେ ଲାଗିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରୋନା ସଂକ୍ରମଣ ଦୃଷ୍ଟିରୁ ଏଥର ଜନ୍ମଦିନ ପାଳନ କରୁନାହାନ୍ତି ।

Comments are closed.