ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁଙ୍କ ଆଶୀର୍ବାଦରୁ ମୁଖ୍ୟମନ୍ତ୍ରୀଙ୍କ ଜୀବନ ନିରାୟମ ଓ ସୁଖମୟ ହେଉ ବୋଲି ପ୍ରାର୍ଥନା କରି ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ।

Comments are closed.