ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର – ଆଜି ହେଉଛି ମହାପୁରୁଷ ମହମ୍ମଦଙ୍କ ପବିତ୍ର ଜୟନ୍ତୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏଥିସହ କୋଭିଡ ନିୟମର କଡା ଅନୁପାଳନ କରି ପର୍ବରେ ସାମିଲ ହେବା ପାଇଁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.