ଓଡିଶା ହାଇକୋର୍ଟରେ ତିନି ନୂଆ ବିଚାରପତିଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର- ଓଡିଶା ହାଇକୋର୍ଟର ୩ ନୂଆ ବିଚାରପତି ଆଜି ଶପଥ ଗ୍ରହଣ କରିଛନ୍ତି । ଜଷ୍ଟିସ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ଆଜି ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌. ମୁରଲୀଧର ତିନି ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ଏବେ ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି ।

Comments are closed.