ପବିତ୍ର ଗଜଲକ୍ଷ୍ମୀ ପୂଜା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ଆଜି ହେଉଛି ପବିତ୍ର ଗଜଲକ୍ଷ୍ମୀ ପୂଜା । ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ଲକ୍ଷ୍ମୀଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

 

Comments are closed.