କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର – ପୂର୍ବତନ ସାଂସଦ ପ୍ରଦୀପ ମାଝୀ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସେ ଦଳରୁ ଇସ୍ତଫା ଦେବେ ବୋଲି ବେଶ୍ କିଛି ଦିନ ହେବ ଚର୍ଚ୍ଚା ହେଉଥିଲା । କିନ୍ତୁ ସେ ଏହାକୁ ଅସ୍ୱୀକାର କରିଆସୁଥିଲେ ।

Comments are closed.