ଜାତିସଂଘ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା | News Room Odisha

ଜାତିସଂଘ ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର – ଆଜି ହେଉଛି ଜାତିସଂଘ ପ୍ରତିଷ୍ଠା ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ । ଆନ୍ତର୍ଜାତିକ ସହଯୋଗ ଦୃଢ କରିବା ସବ ସମସ୍ତଙ୍କ ପାଇଁ ଏକ ଶାନ୍ତିପୂର୍ଣ୍ଣ ଓ ସମୃଦ୍ଧ ଭବିଷ୍ୟତ ପାଇଁ ମିଳିମିଶି କାମ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୯୪୫ ମସିହା ଅକ୍ଟୋବର ୨୪ ତାରିଖରେ ବିଶ୍ୱଶାନ୍ତି ଲକ୍ଷ୍ୟରେ ପ୍ରତିଷ୍ଠା କରାଯାଇଥିଲା ମିଳିତ ଜାତିସଂଘ ।