ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଆଜି ହେଉଛି ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡିଆ ସହିଦ ବିପ୍ଲବୀ ଜୟୀ ରାଜଗୁୁରୁଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୟୀ ରାଜଗୁୁରୁଙ୍କ ନିର୍ଭୀକ ସଂଗ୍ରାମୀ ଜୀବନ, ଅସାଧାରଣ ଦେଶପ୍ରେମ ଓ ଅସୀମ ତ୍ୟାଗ ଚିର ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.