ବଙ୍ଗୋପସାଗରରେ ପୁଣି ଲଘୁଚାପ, ଓଡିଶାରେ ଆଂଶିକ ପ୍ରଭାବ

ଭୁବନେଶ୍ୱର- ବଙ୍ଗୋପସାଗରରେ ପୁଣି ଲଘୁଚାପ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଓଡିଶା ଉପରେ ଏହାର ସିଧାସଳଖ ପ୍ରଭାବ ନ ଥିଲେ ବି ଆଂଶିକ ପ୍ରଭାବ ରହିବ । ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ଉପକୂଳ ଓଡିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Comments are closed.