ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ୧୦ ଟଙ୍କା ଶସ୍ତା

ନୂଆଦିଲ୍ଲୀ – ଶେଷରେ ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି । ଲଗାତର ବୃଦ୍ଧି ପରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇଛି । ପେଟ୍ରୋଲ ଓ ଡିଜେଲ ଉପରୁ ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଛନ୍ତି କେନ୍ଦ୍ର ସରକାର । ପେଟ୍ରୋଲ ଲିଟର ପିଛା ୫ ଟଙ୍କା ଓ ଡିଜେଲ ୧୦ ଟଙ୍କା ହ୍ରାସ ପାଇଛି । ନୂଆ ଦର ୪ ତାରିଖରୁ ଲାଗୁ ହେବ ।

Comments are closed.