ମୁଖ୍ୟମନ୍ତ୍ରୀଙ୍କ ଦୀପାବଳୀ ଶୁୁଭେଚ୍ଛା, ସାବଧାନତା ଓ ସତର୍କତାର ସହ ଉତ୍ସବ ପାଳିବାକୁ ଆହ୍ୱାନ

ଭୁବନେଶ୍ୱର- ଆଲୋକର ପର୍ବ ପବିତ୍ର ଦୀପାବଳୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହେବା ପାଇଁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଲୋକର ପର୍ବ ଦୀପାବଳୀ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.