ଗୀତା ମାହାତ୍ମ୍ୟ: ଯାବାନର୍ଥ ଉଦପାନେ ସର୍ବତଃ ସଂପ୍ଲୁତୋଦକେ। ତାବାନ ସର୍ବେଷୁବେଦେଷୁ ବ୍ରାହ୍ମଣସ୍ୟ ବିଜାନତଃ।।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଆଶକ୍ତି ତ୍ୟାଗ ବିଷୟରେ ଭଗବାନ ଶ୍ରୀକୃଷ୍ଣ କହୁଛନ୍ତି: –

ଯାବାନର୍ଥ ଉଦପାନେ ସର୍ବତଃ ସଂପ୍ଲୁତୋଦକେ। ତାବାନ ସର୍ବେଷୁବେଦେଷୁ ବ୍ରାହ୍ମଣସ୍ୟ ବିଜାନତଃ।।

ହେ ଅର୍ଜୁନ ! ସବୁଦିଗରୁ ପରିପୂର୍ଣ୍ଣ ଜଳାଶୟ ଟିଏ ପାଇଗଲେ ଛୋଟ ଜଳାଶୟରେ ମନୁଷ୍ୟର ଯେତିକି ପ୍ରୟୋଜନ ରହେ, ବ୍ରହ୍ମଜ୍ଞାନ ଲାଭ କରିଥିବା ବ୍ରାହ୍ମଣଙ୍କର ସମସ୍ତ ବେଦରେ ସେତିକି ପ୍ରୟୋଜନ ରହିଯାଏ।

(ଗୀତା ୨ୟ ଅ। ୪୬ଶ ର୍ଶ୍ଳୋକ )

Comments are closed.