ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଲେ

ଭୁବନେଶ୍ୱର- ଓଡିଶା ଚଳଚ୍ଚିତ୍ର ଜଗତର ଶ୍ରେଷ୍ଠ ସମ୍ମାନ ଜୟଦେବ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ନିର୍ମାତା-ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଯାଉଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶା ଚଳଚ୍ଚିତ୍ର ଜଗତ ପ୍ରତି ବିଜେତାମାନଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.