ନୂଆପଡା ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଭର୍ଚୁଆଲରେ ଜନତାଙ୍କୁ କରିବେ ସମ୍ବୋଧନ | News Room Odisha

ନୂଆପଡା ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଭର୍ଚୁଆଲରେ ଜନତାଙ୍କୁ କରିବେ ସମ୍ବୋଧନ

ଭୁବନେଶ୍ୱର – କଳାହାଣ୍ଡି ଜିଲ୍ଲା ପରେ ନୂଆପଡାରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଭିଡିଓ କନଫରେନସିଂ ଜରିଆରେ ସେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ଉଦବୋଧନ ବି ଦେବେ । ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ପୂର୍ବରୁ ଆଜି ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ୮୫୯ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲେ ।

BSKY Smart Health CardChief Minister Naveen Patnaik