ଭୁବନେଶ୍ୱର- ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଉପଲକ୍ଷେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରା ଆମର ଗୌରବମୟ ଓ ସମୃଦ୍ଧିଶାଳୀ ଅତୀତର ପରିଚୟ । ଏହି ଗରିମାମୟ ଇଚିହାସକୁ ସ୍ମରଣ କରି ଓଡିଶାର ପ୍ରଗତିପାଇଁ ଏକତ୍ର ହୋଇ କାମ କରିବାକୁ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
Comments are closed.