ଅନୁଗୁଳ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୧୭୬ କୋଟିର ପ୍ରକଳ୍ପ ଭେଟି

ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଏସକେୱାଇ ଯୋଜନାରେ ଅନୁଗୁଳ ଜିଲ୍ଲାର ମୋଟ ୯ ଲକ୍ଷ ହିତାଧିକାରୀ ଉପକୃତ ହେବେ । ଜିଲ୍ଲାରେ ହେଲ୍‌ଥ କରିଡର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟ୍ୟମନ୍ତ୍ରୀ । ୧ ହଜାର ୧୭୬ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.