ବିଏସକେୱାଇ ସ୍ମାର୍ଟ କାର୍ଡ ଯୋଜନାରେ ଆଜି ସାମିଲ ହେବ ରାୟଗଡା, ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭ

ଭୁବନେଶ୍ୱର- ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାୟଗଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ହେଲଥ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଭର୍ଚୁଆଲରେ ହେଲଥ ସ୍ମାର୍ଟ କାର୍ଡ ବଂଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

Comments are closed.