ରାଜ୍ୟରେ ଆଉ ୧୯୧ ଆକ୍ରାନ୍ତ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୧୯୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଆଉ ୧୯୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୧୨ ଓ ସ୍ଥାନୀୟ ଅଂଚଳରୁ ୭୯ ଜଣ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୩୩ ଜଣ ଅଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭, କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୧୩ ଜଣ ଲେଖାଏଁ ବାଲେଶ୍ୱରରୁ ୧୦, ସମ୍ବଲପୁରରୁ ୯, ଯାଜପୁରରୁ ୭, ଝାରସୁଗୁଡାରୁ ୪, ମୟୂରଭଞ୍ଜରୁ ୪, ପୁରୀରୁ ୪, ସୋନପୁରରୁ ୩, ଅନୁଗୁଳରୁ ୨, ଭଦ୍ରକରୁ ୨, ବୌଦ୍ଧରୁ ୨, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨, ନୟାଗଡରୁ ୧, ନୂଆପାରୁ ୧, କୋରାପୁଟରୁ ୧, କେନ୍ଦୁଝରରୁ ୧, ଗଞ୍ଜାମରୁ ୧, ବଲାଙ୍ଗିରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ ପୁଲରୁ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୮ ହଜାର ୯୮୩ ଜଣ କୋରୋନା ସଂକ୍ରମିତ ହୋଇସାରିଥିବା ବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୩୭ ହଜାର ୮୬୪ । ସକ୍ରିୟ ରୋଗୀଙ୍କ ସଂଖ୍ୟା ରହିଛି ୨ ହଜାର ୩୫୯ ।

COVID-19