ବିଏସକେୱାଇର ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ସାମିଲ ହେବ ସୁବର୍ଣ୍ଣପୁର ଜିଲ୍ଲା, ଜିଲ୍ଲାବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ସୁୁବର୍ଣ୍ଣପୁର ଜିଲ୍ଲା ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା-ବିଏସକେୱାଇର ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ସାମମିଲ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ଜିଲ୍ଲାରେ ଏହି ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ ଜିଲ୍ଲାବାସୀଙ୍କୁ ସମ୍ବୋଧନ କରିବେ । ଏହାଛଡା ଜିଲ୍ଲାବାସୀଙ୍କୁ ଏକାଧିକ ପ୍ରକଳ୍ପ ଭେଟି ଦେବେ ମୁଖ୍ୟମନ୍ତ୍ରୀ ।

Comments are closed.